Książka RuRuRu RuRu Raghunath Sahoo

RuRuRu RuRu

Język: Orija
Oprawa: Miękka
Dostępność: Dostępna u dostawcy
Wysyłamy za 14-21 dni
61.55
ଶିଶୁ ଓ କିଶୋର ଆସନ୍ତାକାଲିର ସମ୍ଭାବନା । ଏହି ବୟସରେ ସେ ନିଜକୁ ଗଢ଼େ । ଭବିଷ୍ୟତର ବିରାଟ ବୋଝ ବୋହିବାକୁ ସଂକଳ୍ପ କରେ...

Informacje o książce

Język
Orija
Oprawa
Książka - Miękka
Data wydania
2021
strony
156
EAN
9781645602224
ISBN
1645602222
Enbook ID
38319480
Waga
204
Wymiary
140 x 216 x 9

Pełny opis

ଶିଶୁ ଓ କିଶୋର ଆସନ୍ତାକାଲିର ସମ୍ଭାବନା । ଏହି ବୟସରେ ସେ ନିଜକୁ ଗଢ଼େ । ଭବିଷ୍ୟତର ବିରାଟ ବୋଝ ବୋହିବାକୁ ସଂକଳ୍ପ କରେ । ନିଜ ଭିତରେ ଉକୁଟି ଉଠୁଥିବା ଆଭାସ ଓ ଆବେଦନକୁ ସେ ପରିପ୍ରକାଶ କରିବାକୁ ଚାହୁଁଥିବାବେଳେ ତାହାକୁ ଆହୁରି ତରଙ୍ଗାୟିତ କରିବା ପାଇଁ ଆମେ ବଡ଼ମାନେ ତାଙ୍କପାଇଁ ବାଡ଼ ନ ହୋଇ ମଶାଲ ପାଲଟିଲେ , ସେମାନେ ସହଜରେ ଅନ୍ଧାର ପଥ ଅତିକ୍ରମ କରିପାରିବେ ।

             ଶିଶୁଟି ପଢ଼ିବସିଲେ ଆଉ ଏକ ଦୁନିଆରେ ପହଂଚିଯାଏ । ପ୍ରତିପୃଷ୍ଠାରେ ତା ଚାରିପାଖରେ ବାପାବୋଉ, ସାଙ୍ଗସାଥୀ, ପରିବାର ବ୍ୟତିରେକ ଆଉ କେତେକ ଚରିତ୍ର ଓ ଘଟଣାକ୍ରମ ତାକୁ ଆକର୍ଷିତ କରିଥାଏ । ଦୁନିଆକୁ ଜାଣିବସେ । ନିଜର ସ୍ଥିତି ଅବସ୍ଥିତିକୁ ବୁଝିପାରେ । ଗଛ, ପାହାଡ଼, ନଦୀ, ସାଗର, ଆକାଶ, ମାଟିରେ ଗଢ଼ି ହେଉଥିବା ଜୀବନମାନଙ୍କୁ ଜାଣି ନିଜ କଅଁଳ ଆଖିରେ କଳ୍ପନା କରିବସେ ଓ ସାତରଙ୍ଗରେ ରଙ୍ଗେଇବାକୁ ଚେଷ୍ଟାକରେ । ଶାସନ ଅନୁଶାସନର ଅର୍ଗଳି ମଧ୍ୟରେ ଅସରନ୍ତି ପାହାଚରେ ପାଦ ଥାପିବାକୁ ପଛାଏନି । ପ୍ରତିଯୋଗିତାର ପୃଥିବୀରେ ପାରିଲା ପଣିଆର ପାରଦର୍ଶିତାକୁ ପ୍ରତିପାଦନ କରିବାକୁ ଆଶା ବାନ୍ଧେ । ଜୀବନ କାନ୍‌ଭାସ୍‌ରେ ଚିତ୍ରିତ ଦିଗକୁ ସ୍ୱତନ୍ତ୍ର କରିବାର ସୁଯୋଗକୁ ହାତଛଡ଼ା କରେନା ।

             ଏଇ ସାଧନାର ଶୁଭବେଳାରେ ମୁଁ ନିଜ ବୟସରୁ ଝର୍କା ଦେଇ ଓହ୍ଲେଇ ଆସିଛି । ବୟସକୁ ପଛେଇ ଦେଇ ନିଜେ ଶିଶୁଟିଏ ପାଲଟି ତାଙ୍କ ହାତରେ ଧରେଇଦେବାକୁ ଚେଷ୍ଟା କରିଛି ଶିଶୁ କବିତା ଗୁଚ୍ଛ 'ରୁରୁରୁ ରୁରୁ' କୁ । ଶିଶୁମନରେ ଆମୋଦ ସହିତ ଆଗାମୀ କାଲିରେ ଏକଏକ ନାୟକ ହେବାକୁ ସଂକଳ୍ପ କରି ସଫଳତା ପାଇଁ ମୋ ହୃଦୟର ଆବେଦନ କବିତାଗୁଚ୍ଛ ଗୁଣ୍ଡୁଚିମୂଷାର ଭୂମିକା ନେବ ବୋଲି ଆଶା ବାନ୍ଧିଛି । 


Klienci, którzy kupili tę książkę, kupili również

Domácí cvičení 1

Stanislava Holomková
26.09
60.45

Prophet Yunus & the Big Fish in the Sea

The Sincere Seeker Collection
61.55
73.50

Gerontorheumatology

Jozef Rovenský
508.39

Tracefinder

Kaje Harper
69.72

Very Happy Hen

TICKLE JACK
44.71
124.10
72.11

Interstellar

Christopher Nolan
89.34